ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଚଳିତବର୍ଷ ଜୁନ ୧୭ ରୁ ୨୪ ମଧ୍ୟରେ ହେବ ଓଜେଇ ପରୀକ୍ଷା । ଏଥିପାଇଁ ଏପ୍ରିଲ ୧୪ ରୁ ଅନଲାଇନ ଆବେଦନ ଆରମ୍ଭ ହୋଇଛି । ମେ ୧୫ ତାରିଖ ପର୍ଯ୍ୟନ୍ତ ଓଜେଇ ୱେବସାଇଟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।
ଛାତ୍ରଛାତ୍ରୀମାନଙ୍କୁ ଜୁନ ପ୍ରଥମ ସପ୍ତାହରୁ ଆଡମିଟ କାର୍ଡ ମିଳିଯିବ । ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏଗ୍ଜାମିନେସନ-OJEE କମ୍ପ୍ୟୁଟର ବେସ୍ଡ ଟେଷ୍ଟ -CBT ମୋଡ୍ରେ ହେବ ହେବ ବୋଲି ସୂଚନା ମିଳିଛି। ବିଫାର୍ମା, ଏମବିଏମ, ଏମସିଏ ପାଇଁ ହେବ ଏଣ୍ଟ୍ରାନ୍ସ ଏଗ୍ଜାମ୍ ହେବ। ଓଜେଇଇ ୱେବସାଇଟରେ ଛାତ୍ରଛଆତ୍ରୀ ଆବେଦନ କରିପାରିବେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024