ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ); ଅଧିକ ଚିକିତ୍ସା ପାଇଁ ଦିଲ୍ଲୀର ଘରୋଇ ହସ୍ପିଟାଲରୁ ହାଇଦ୍ରାବାଦକୁ ସ୍ଥାନାନ୍ତର ହେଲେ ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ । ପରିବାରର କାହା ସହିତ ଲିଭର ମ୍ୟାଚ ନକରିବାରୁ ହାଇଦ୍ରାବାଦର କାଡଭ୍ରାରିକ ଟ୍ରିଟମେଣ୍ଟ ପାଇଁ ହାଇଦ୍ରାବାଦ ନିଆଯାଇଛି । ହାଇଦ୍ରାବାଦ ଯଶୋଦା ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ ।
ସୂଚନାମୁତାବକ, ଲିଭର ସିରୋସିସ୍ ରୋଗରେ ପୀଡିତ ଅଛନ୍ତି ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ।