ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାରେ ନାଁ ଧରୁନି । ପୁଣି ଜଣେ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ପୁରୁଷ ଓ ତାଙ୍କ ବୟସ ୨୬ ବର୍ଷ ବୋଲି ଜଣା ପଡିଛି ।
4th Health Update, 9th May
One positive in Ganjam
26 yr Male
(Surat returnee. In quarantine)Contact tracing and follow-up action is being done.
Total Positive Case: 288
— I & PR Department, Odisha (@IPR_Odisha) May 9, 2020
ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି ।