ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ୯ଟି ମୁଣ୍ଡ ନେଲାଣି କରୋନା । ଆଜି ଗଞ୍ଜାମରେ ଜଣେ ୫୫ ବର୍ଷୀୟ ବୃଦ୍ଧାଙ୍କ କରୋନା ଜନିତ ମୃତ୍ୟୁ ହୋଇଛି । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
Regret to inform that a 55 year old male patient of Ganjam, who had tested positive for Covid, has passed away, while under treatment in hospital.
He was suffering from Tuberculosis and other comorbidities.
— H & FW Dept Odisha (@HFWOdisha) June 7, 2020
ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୨୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି ।