ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ । ସୁସ୍ଥ ହୋଇଥିବା ବ୍ୟକ୍ତି ଜଣକ ରାଉରକେଲାର ବୋଲି ଜଣାଯଡିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ୬୩ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
One more Covid patient of Rourkela has recovered and tested negative for #COVID19.
The recovered cases of #Odisha now stand at 63.
— H & FW Dept Odisha (@HFWOdisha) May 8, 2020
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଜରିଆରେ ସୂଚନା ଦିଆଯାଇଛି ।