ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ ନିଷ୍ପତି । ଓଟିଇଟି ନିୟମରେ ପରିବର୍ତ୍ତନ । ଏଥର ଓଟିଇଟି ସାର୍ଟିଫିକେଟ ଅଜୀବନ ବୈଧତା ରହିବ । ଥରେ ପରୀକ୍ଷା ପାସ୍ କଲା ପରେ ଆଉ ବାରମ୍ବାର ବାରମ୍ବାର ଦେବାକୁ ପଡିବନି ପରୀକ୍ଷା । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତ୍ତିର୍ଣ୍ଣ ଛାତ୍ରଛାତ୍ରୀଙ୍କ ସାଟିଫିକେଟ ୭ ବର୍ଷ ଯାଏଁ ବୈଧ ଥିଲା । କିନ୍ତୁ ଏବେ ଏହା ଆଜୀବନ ବୈଧତା ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024