ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟ ସରକାରଙ୍କ ବଡ ନିଷ୍ପତି । ଓଟିଇଟି ନିୟମରେ ପରିବର୍ତ୍ତନ । ଏଥର ଓଟିଇଟି ସାର୍ଟିଫିକେଟ ଅଜୀବନ ବୈଧତା ରହିବ । ଥରେ ପରୀକ୍ଷା ପାସ୍ କଲା ପରେ ଆଉ ବାରମ୍ବାର ବାରମ୍ବାର ଦେବାକୁ ପଡିବନି ପରୀକ୍ଷା । ପୂର୍ବରୁ ଓଟିଇଟି ପରୀକ୍ଷାରେ ଉତ୍ତିର୍ଣ୍ଣ ଛାତ୍ରଛାତ୍ରୀଙ୍କ ସାଟିଫିକେଟ ୭ ବର୍ଷ ଯାଏଁ ବୈଧ ଥିଲା । କିନ୍ତୁ ଏବେ ଏହା ଆଜୀବନ ବୈଧତା ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024