ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । କୋଭିଡ କଟକଣା ଭିତରେ ସମସ୍ତେ ଏହି ପର୍ବ ପାଳୁଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନୂଆଁଖାଇ ଜୁଆର କରିଛନ୍ତି । ମୁଖ୍ୟମନ୍ତ୍ରୀ ସମ୍ବଲପୁରୀ ଭାଷାରେ ଟ୍ୱିଟ କରି ନୂଆଁଖାଇ ଜୁହାର କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି କି, ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ । ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ । ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍ ।
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020