ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୂର୍ବତନ ସାଂସଦ ଜୟନ୍ତି ପଟ୍ଟନାୟକଙ୍କ ବିୟୋଗରେ ରାଷ୍ଟ୍ରପତି , ରାଜ୍ୟପାଳ, ଓ ମୁଖ୍ୟମନ୍ତ୍ରୀ ଶୋକ ବ୍ୟକ୍ତ କରିଛନ୍ତି ।
ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀବଲ୍ଲଭ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତି ପଟ୍ଟନାୟକ । ଗତକାଲି ରାତିରେ ଜୟନ୍ତିଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା ।