ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗତକାଲି କଂଗ୍ରେସର ହାତ ଛାଡିଥିବା ତିର୍ତ୍ତୋଲର ବରିଷ୍ଠ ନେତା ରାଜକିଶୋର ବେହେରା ଆଜି ବିଜେପିର ହାତ ଧରିଛନ୍ତି । ଆଗକୁ ଉପନିର୍ବାଚନ ଆସୁଥିବାରୁ ଏବେ ରାଜ୍ରରେ ବିଭିନ୍ନ ରାଜନୈତିକ ଦଳଗୁଡିକରେ ଦଳ ବଦଳ ଦେଖିବାକୁ ମିଳିବ । ତେବେ ଗତକାଲି ସାମ୍ବାଦିକ ସମ୍ମୀଳନୀ ମଧ୍ୟମରେ ରାଜକିଶୋର ବେହେରା କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ନେଇ ସୂଚନା ଦେଇଥିଲେ ।
ଏବେ ରାଜ୍ୟରେ କଂଗ୍ରେସର ସ୍ଥିତି ଅସ୍ଥିର ଥିବା ବେଳେ ଜଣେ ବରିଷ୍ଠ ନେତାଙ୍କର ଏହିଭଳି ସମୟରେ ଇସ୍ତଫା ରାଜ୍ୟ କଂଗ୍ରେସ ପାଇଁ ଏକ ବଡ ଝଟକା ହେବ । ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ ଦଳ ଛାଡ଼ିଥିଲେ ରାଜକିଶୋର ବେହେରା ।
ସେ ନିଜର ଇସ୍ତଫା ପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ । ତେବେ ବିଜେପିରେ ଯୋଗ ଦେବା ପରେ ବିଜେପିର ପ୍ରାର୍ଥୀ ଭାବରେ ତିର୍ତ୍ତୋଲରୁ ଉପନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ବୋଲି କଳ୍ପନାଜଳ୍ପନା ଜୋର ଧରିଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024