ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଗତକାଲି କଂଗ୍ରେସର ହାତ ଛାଡିଥିବା ତିର୍ତ୍ତୋଲର ବରିଷ୍ଠ ନେତା ରାଜକିଶୋର ବେହେରା ଆଜି ବିଜେପିର ହାତ ଧରିଛନ୍ତି । ଆଗକୁ ଉପନିର୍ବାଚନ ଆସୁଥିବାରୁ ଏବେ ରାଜ୍ରରେ ବିଭିନ୍ନ ରାଜନୈତିକ ଦଳଗୁଡିକରେ ଦଳ ବଦଳ ଦେଖିବାକୁ ମିଳିବ । ତେବେ ଗତକାଲି ସାମ୍ବାଦିକ ସମ୍ମୀଳନୀ ମଧ୍ୟମରେ ରାଜକିଶୋର ବେହେରା କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ନେଇ ସୂଚନା ଦେଇଥିଲେ ।
ଏବେ ରାଜ୍ୟରେ କଂଗ୍ରେସର ସ୍ଥିତି ଅସ୍ଥିର ଥିବା ବେଳେ ଜଣେ ବରିଷ୍ଠ ନେତାଙ୍କର ଏହିଭଳି ସମୟରେ ଇସ୍ତଫା ରାଜ୍ୟ କଂଗ୍ରେସ ପାଇଁ ଏକ ବଡ ଝଟକା ହେବ । ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ ଦଳ ଛାଡ଼ିଥିଲେ ରାଜକିଶୋର ବେହେରା ।
ସେ ନିଜର ଇସ୍ତଫା ପତ୍ର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ । ତେବେ ବିଜେପିରେ ଯୋଗ ଦେବା ପରେ ବିଜେପିର ପ୍ରାର୍ଥୀ ଭାବରେ ତିର୍ତ୍ତୋଲରୁ ଉପନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ବୋଲି କଳ୍ପନାଜଳ୍ପନା ଜୋର ଧରିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024