ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ):ଅଭିନେତା ରଣବୀର କପୁର କରୋନାରେ ଆକ୍ରାନ୍ତ ହୋଇଛନ୍ତି ।ରନବିରଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି ଓ ସେ ବର୍ତ୍ତମାନ କ୍ୱାରେନଣ୍ଟାଇନରେ ଅଛନ୍ତି ବୋଲି ରଶବୀରଙ୍କ ମା ନୀତୁ ସୂଚନା ଦେଇଛନ୍ତି । ଏହା ଜାଣିବା ପରେ ରଣବୀରଙ୍କ ଫ୍ୟାନ୍ସମାନେ ତାଙ୍କ ଆଶୁ ଆରୋଗ୍ୟ ପାଇଁ କାମନା କରୁଛନ୍ତି ।
ଗତ ବର୍ଷ ଡିସେମ୍ବରରେ ରଣବୀରଙ୍କ ମା ଅଭିନେତ୍ରୀ ନୀତୁ କପୁର ମଧ୍ୟ କରୋନା ମହାମାରୀର ଶିକାର ହୋଇଥିଲେ । ଫିଲ୍ମ ‘ଜୁଗ୍ ଜୁଗ୍ ଜିଓ’ର ସୁଟିଂ ସମୟରେ ସେ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024