ଘରୋଇ ଚିକିତ୍ସାଳୟ ପାଥୋଲାବରେ ବ୍ଲଡ ଟେଷ୍ଟ ହେଲା । ସବୁ କିଛି ଠିକଠାକ ଥିବା ବେଳେ ଶ୍ୱେତ ରକ୍ତ କଣିକାର ହିସାବକୁ ନେଇ ଆସିଲା ସାଂଘାତିକ ତୃଟି । ଆମେ କହୁଛୁ କଟକର ସବୁଠୁ ଉନ୍ନତ ଓ ଏକ ନମ୍ବର ଘରୋଇ ଚିକିତ୍ସାଳୟ ରେଡମଣ୍ଡ ପଲି କ୍ଲିନିକର କଥା । ଯେଉଁଠି ଅନଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଚାଲିଛି ଚିକିତ୍ସା । ଏହାର ଲେଖା ଯୋଖା ପ୍ରମାଣ ଲାଗିଛି ଏଟିଆର ନ୍ୟୁଜ ହାତରେ । ଟିକେ ଭଲଭାବେ ଦେଖନ୍ତୁ ଏହି ଦୁଇଟି ରିପୋର୍ଟକୁ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024