ଭୁବନେଶ୍ୱର(ଏଟିଆର ବ୍ୟୁରୋ) : ନବମ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫେରନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ସଚିବାଳୟରୁ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ତୀର୍ଥଯାତ୍ରା ଟ୍ରେନରେ ରାମେଶ୍ୱରମ୍ – ମଦୁରାଇ ଅଭିମୁଖେ ଯାତ୍ରା କରିବେ ବରିଷ୍ଠ ନାଗରିକ । ପ୍ରତିବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ବରିଷ୍ଠ ନାଗରିକଙ୍କୁ ନେଇ ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ କରାଯାଉଛି । ଏଥର ରାମେଶ୍ୱରମ୍ ଓ ମଦୁରାଇକୁ ତୀର୍ଥଯାତ୍ରା ପାଇଁ ସ୍ଥାନ ନିରୁପଣ କରାଯାଇଛି । ତୀର୍ଥଯାତ୍ରାକୁ ନେଇ ବରିଷ୍ଠ ନାଗରିକ ମାନେ ଖୁସିବ୍ୟକ୍ତ କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024