ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ସଂନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମହାମାରୀ କରୋନା ପାଇଁ ମନ୍ତ୍ରୀମାନେ ବିଭିନ୍ନ ଜିଲ୍ଲାରେ ରହି କାର୍ଯ୍ୟ କରୁଥିବାରୁ ବୈଠକଟିକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କମଫରେନ୍ସିଂ ମାଧ୍ୟମରେ ଏହି ବୈଠକରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ବୈଠକର ଅଧ୍ୟକ୍ଷତା କରିବାକୁ ଥିବା ବେଳେ ଏହି ବୈଠକଟି ଅପରାହ୍ନ ସାଢେ ୫ଟା ସମୟରେ ଅନୁଷ୍ଠିତ ହେବ ।
ତେବେ ଏହି ବୈଠକରେ ମୋଟ ୧୮ଟି ବିଷୟ ଉପରେ ଆଲୋଚନା ହେବାକୁ ଥିବା ବେଳେ ମୁଖ୍ୟତଃ ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟ ଫୋକସରେ ରହିବ । ଏହା ବ୍ୟତୀତ ପାନୀୟ ଜଳ ପ୍ରକଳ୍ପ ପ୍ରସ୍ତାବ, ପର୍ଯ୍ୟଟନ ଓ ଶ୍ରମ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବାର ସୂଚନା ମିଳୁଛି । ପରିବାର କଲ୍ୟାଣ, ଅର୍ଥ, ଏମଏସଏମଇ, ଗୃହ ବିଭାଗ ଆଦିର ମୋଟ ୧୮ଟି ଏଜେଣ୍ଡା ଉପରେ ଆଲୋଚନା କରାଯିବ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024