ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ସଂନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ମହାମାରୀ କରୋନା ପାଇଁ ମନ୍ତ୍ରୀମାନେ ବିଭିନ୍ନ ଜିଲ୍ଲାରେ ରହି କାର୍ଯ୍ୟ କରୁଥିବାରୁ ବୈଠକଟିକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କମଫରେନ୍ସିଂ ମାଧ୍ୟମରେ ଏହି ବୈଠକରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ବୈଠକର ଅଧ୍ୟକ୍ଷତା କରିବାକୁ ଥିବା ବେଳେ ଏହି ବୈଠକଟି ଅପରାହ୍ନ ସାଢେ ୫ଟା ସମୟରେ ଅନୁଷ୍ଠିତ ହେବ ।
ତେବେ ଏହି ବୈଠକରେ ମୋଟ ୧୮ଟି ବିଷୟ ଉପରେ ଆଲୋଚନା ହେବାକୁ ଥିବା ବେଳେ ମୁଖ୍ୟତଃ ସ୍ୱାସ୍ଥ୍ୟ ବିଭାଗ ମୁଖ୍ୟ ଫୋକସରେ ରହିବ । ଏହା ବ୍ୟତୀତ ପାନୀୟ ଜଳ ପ୍ରକଳ୍ପ ପ୍ରସ୍ତାବ, ପର୍ଯ୍ୟଟନ ଓ ଶ୍ରମ ବିଭାଗର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବାର ସୂଚନା ମିଳୁଛି । ପରିବାର କଲ୍ୟାଣ, ଅର୍ଥ, ଏମଏସଏମଇ, ଗୃହ ବିଭାଗ ଆଦିର ମୋଟ ୧୮ଟି ଏଜେଣ୍ଡା ଉପରେ ଆଲୋଚନା କରାଯିବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024