ଭୁବନେଶ୍ୱର (ଏଟିଆର ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି । ଏପରିକି ଆଜି ରାତିରୁ ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି ।ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପାଗ ମେଘୁଆ ଥିବାରୁ ରାତିରେ ତାପମାତ୍ରା ବୃଦ୍ଧି ପାଇଥିଲା । ଫଳରେ ଥଣ୍ଡାର ପ୍ରକୋପରେ ସାମାନ୍ୟ ସୁଧାର ଆସିଥିଲା । ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଆକାଶ ମେଘାଚ୍ଛନ୍ନ ରହିବ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଆଂଶିକ ମେଘୁଆ ରହିବା ହେତୁ ଆସନ୍ତା କାଲି ଅପରାହ୍ନ ପର୍ଯ୍ୟନ୍ତ ମାଲକାନ ଗିରି , କୋରାପୁଟ , କନ୍ଧମାଳ , ଗଞ୍ଜାମ ରେ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟରେ ତାପମାତ୍ରା ଅଧିକ ରହିଥିବା ବେଳେ ଆସନ୍ତା ୧୫ ତାରିଖ ମଧ୍ୟରେ ପାଗରେ ସାମାନ୍ୟ ସୁଧାର ଦେଖାଯାଇପାରେ । ଆଜି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୨୨.୫ ଡ଼ିଗ୍ରୀ ରହିଥିବା ବେଳେ କଟକ ରେ ସର୍ବାଧିକ ୨୧.୨ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଦକ୍ଷିଣ ଉପକୂଳପର୍ତ୍ତୀ ଜିଲ୍ଲାଗୁଡ଼ିକ ଯଥା ପୁରୀ , ଗଞ୍ଜାମ , ନୟାଗଡ଼ , କୋରାପୁଟ ରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିଥିବା ହେତୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ରେ ବୃଦ୍ଧିପାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024