ଭୁବନେଶ୍ୱର (ଏଟିଆର ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇଛି । ଏପରିକି ଆଜି ରାତିରୁ ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛନ୍ତି ।ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପାଗ ମେଘୁଆ ଥିବାରୁ ରାତିରେ ତାପମାତ୍ରା ବୃଦ୍ଧି ପାଇଥିଲା । ଫଳରେ ଥଣ୍ଡାର ପ୍ରକୋପରେ ସାମାନ୍ୟ ସୁଧାର ଆସିଥିଲା । ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଆକାଶ ମେଘାଚ୍ଛନ୍ନ ରହିବ ଏବଂ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଆଂଶିକ ମେଘୁଆ ରହିବା ହେତୁ ଆସନ୍ତା କାଲି ଅପରାହ୍ନ ପର୍ଯ୍ୟନ୍ତ ମାଲକାନ ଗିରି , କୋରାପୁଟ , କନ୍ଧମାଳ , ଗଞ୍ଜାମ ରେ ବର୍ଷା ହେବାର ସମ୍ଭାବନା ରହିଛି ।
ରାଜ୍ୟରେ ତାପମାତ୍ରା ଅଧିକ ରହିଥିବା ବେଳେ ଆସନ୍ତା ୧୫ ତାରିଖ ମଧ୍ୟରେ ପାଗରେ ସାମାନ୍ୟ ସୁଧାର ଦେଖାଯାଇପାରେ । ଆଜି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୨୨.୫ ଡ଼ିଗ୍ରୀ ରହିଥିବା ବେଳେ କଟକ ରେ ସର୍ବାଧିକ ୨୧.୨ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଦକ୍ଷିଣ ଉପକୂଳପର୍ତ୍ତୀ ଜିଲ୍ଲାଗୁଡ଼ିକ ଯଥା ପୁରୀ , ଗଞ୍ଜାମ , ନୟାଗଡ଼ , କୋରାପୁଟ ରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିଥିବା ହେତୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ରେ ବୃଦ୍ଧିପାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024