ଭୁବନେଶ୍ୱର(ଏଟିଆର ବ୍ୟୁରୋ):କରୋନା ଟିକା ପାଇଁ ଆଜି ସରକାର ବ୍ଲକ ଟାସ୍କଫୋର୍ସ କମିଟି ଗଠନ କରିଛନ୍ତି ।ଏହାର ଅଧ୍ୟକ୍ଷ ପାଇଁ ସ୍ଥାନୀୟ ବିଡ଼ିଓଙ୍କୁ ଚୟନ କରାଯାଇଛି । ଏଥିର ଅନ୍ୟମାନଙ୍କୁ ସଦସ୍ୟ ଭାବେ ସାମିଲ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଞ୍ଚପ୍ତି ଜାରି କରାଯାଇଛି ।
ସରକାରଙ୍କ ପକ୍ଷରୁ ଟିକା କରଣ ପାଇଁ ରାଜ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ କମିଟି ସହ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ କମିଟି ଗଠନ କରାଯ।।ଇଛି । ବିଡ଼ିଓ ଏହାର ଅଧ୍ୟକ୍ଷ ଥିବା ବେଳେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡ଼ିକାଲ ଅଧିକାରୀ ଏହାର ଆବାହକ ରହିବେ ।
ସପ୍ତାହରେ ଅତିକମ୍ରେ ଥରେ ଏହି କମିଟିର ବୈଠକ ଅନୁଷ୍ଠିତ ହେବ। ଟିକାକରଣକୁ ତ୍ବରାନ୍ବିତ କରିବା, କରୋନା ଟିକାକରଣ ସମୟରେ ଯେପରି ଅନ୍ୟ ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ ନ ହୁଏ, ତାହାର ନିରୀକ୍ଷଣ କରିବା ଲାଗି କୁହାଯାଇଛି ।
ଏହା ସହ ସିଡ଼ିପିଓ , ବ୍ଲକ,ଶିକ୍ଷା ଅଧିକାରୀ , ପଞ୍ଚାୟତ ଲୋକପ୍ରତିନିଧି , ଏନସିସି, ପ୍ରାଣୀ ସଂପଦ, ୟୁନିସେଫ, ସ୍ଥାନୀୟ ଏନଜିଓ, ରୋଟାରି, ଓ ସ୍ଥାନୀୟ ଧାର୍ମିକ ନେତୃମଣ୍ଡଳୀ ,ଏହାର ସଦସ୍ୟ ରହିବା ଲାଗି ନିଷ୍ପତ୍ତି ନିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024