ସମ୍ବଲପୁର (ଏଟିଆର ବ୍ୟୁରୋ): ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଲଗାଣ ବର୍ଷା ଯୋଗୁଁ ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ସକାଳ ୬ଟା ସୁଦ୍ଧା ୬୧୧.୦୪ ଫୁଟରେ ପହଁଚିଥିଲା ଜଳଭଣ୍ଡାରର ଜଳସ୍ତର ।
ପ୍ରତି ସେକେଣ୍ଡରେ ଡ୍ୟାମକୁ ୧,୪୭,୪୬୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୩୯,୧୩୭ ଘନଫୁଟ୍ ବନ୍ୟାଜଳ ।