କଟକ (ଏଟିଆର ବ୍ୟୁରୋ): ପାଖେଇ ଆସୁଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । ଆସନ୍ତା ୨୭ ତାରିଖରେ ବାଲିଯାତ୍ରାର ଉଦଘାଟନୀ ଉତ୍ସବ । ଏନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ବାଲିଯାତ୍ରାକୁ ଆହୁରି ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବଲିଉଡ ନାଇଟ୍ସର ଆୟୋଜନ କରାଯାଇଛି ।
ଏହି ବଲିଉଡ ନାଇଟ୍ସରେ ଜଣାଶୁଣା କଳାକାର ମାନେ ସେମାନଙ୍କର କଳା ପ୍ରଦର୍ଶନ କରିବେ । ସେହିଅନୁଯାୟୀ, ଡିସେମ୍ବର ୨ ରେ ବଲିଉଡ ସିଙ୍ଗର ସଚିନ ଜିଗର ଓ ୩ ରେ ସଙ୍ଗୀନ ନିର୍ଦ୍ଦେଶକ ଅନୁ ମଲ୍ଲିିକ ସଙ୍ଗୀତ ପରିବେଶଣ କରିବେ ବୋଲି ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024