ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟର ଲଘୁଚାପ ଜନିତ ବର୍ଷା ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିଭିନ୍ନ ଅଞ୍ଚଳରେ ଲୋକ ଜଳମଗ୍ନ ମଧ୍ୟ ହୋଇଥିଲେ । ଏବେ ଧୀରେ ଧୀରେ ନଦୀ ଜଳର ସ୍ତର କମିବାରୁ ଜନସାଧାରଣମାନଙ୍କ ସ୍ଥିତିରେ ଉନ୍ନତି ଆସିଛି । ତେବେ ରାଜ୍ୟର ଅନେକି ଜିଲ୍ଲାରେ ପୁଣି ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହ ପାଣି ପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୪୫ମି.ରୁ ଦିନ ୩ଟା ୪୫ମି. ଯାଏଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା ସହ ୟେଲୋ ୱାର୍ଣ୍ଣ ଜାରି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024