ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟର ଲଘୁଚାପ ଜନିତ ବର୍ଷା ଫଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ବିଭିନ୍ନ ଅଞ୍ଚଳରେ ଲୋକ ଜଳମଗ୍ନ ମଧ୍ୟ ହୋଇଥିଲେ । ଏବେ ଧୀରେ ଧୀରେ ନଦୀ ଜଳର ସ୍ତର କମିବାରୁ ଜନସାଧାରଣମାନଙ୍କ ସ୍ଥିତିରେ ଉନ୍ନତି ଆସିଛି । ତେବେ ରାଜ୍ୟର ଅନେକି ଜିଲ୍ଲାରେ ପୁଣି ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହା ସହ ପାଣି ପାଗ ବିଭାଗ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି ।
ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୧୨ଟା ୪୫ମି.ରୁ ଦିନ ୩ଟା ୪୫ମି. ଯାଏଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପାଇଁ ସତର୍କ ସୂଚନା ସହ ୟେଲୋ ୱାର୍ଣ୍ଣ ଜାରି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024