ଭୁବନେଶ୍ୱର,(ଏଟିଆର ବ୍ୟୁରୋ): ତିତଲି ଆସନ୍ତାକାଲି ସକାଳ ସାଢ଼େ ୫ଟାରେ ସ୍ଥଳପଥରେ ମାଡ଼ ହେବ। ତିତ୍ଲି ଆନ୍ଧ୍ରର କଳିଙ୍ଗପଟନମ୍ ଓ ଓଡ଼ିଶାର ଗୋପାଳପୁର ମଧ୍ୟରେ ସ୍ଥଳପଥ ଛୁଇଁବ। ଏବେ ତିତ୍ଲି ଗୋପାଳପୁରଠାରୁ ୩୨୦ କିମି ଓ କଳିଙ୍ଗପଟନମ୍ ଠାରୁ ୨୭୦ କିମି ଦୂରରେ ରହି ଥିବା ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆରସି) ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି।
ଆଜି ଅପରାହ୍ଣରୁ ଉପକୂଳ ଓ ଉପକୂଳବର୍ତ୍ତୀ ଓଡ଼ିଶାରେ ପବନ ଆରମ୍ଭ ହୋଇଯିବ।ଆରମ୍ଭରୁ ଏହାର ବେଗ ୬୦ରୁ ୭୦ କିମି ରହିବ। ହେଲେ ସମୟ ବଢ଼ିବା ସହ ପବନର ବେଗ ମଧ୍ୟ ବୃଦ୍ଧି ପାଇବ। ଦକ୍ଷିଣ ଉପକୂଳ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇ ୧୨୦ରୁ ୧୩୦ କିମି ହୋଇଯିବ। ରାତି ପରଠାରୁ ଏହାର ବେଗ ଘଣ୍ଟାପ୍ରତି ୧୪୫ କିମି ପର୍ୟ୍ୟନ୍ତ ହୋଇଯିବାର ମଧ୍ୟ ସମ୍ଭାବନା ରହିଛି। ପୂରା ଖବର ଜାଣିବାକୁ ଦେଖନ୍ତୁ ଏହି ଭିଡିଓ ଲିଙ୍କରେ କ୍ଲିକ କରନ୍ତୁ । ପୂରା ଖବର ଜାଣିବାକୁ ଦେଖନ୍ତୁ ଏହି ଭିଡିଓ ଲିଙ୍କରେ କ୍ଲିକ କରନ୍ତୁ ।
JUST IN
-
ଆଜି ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା | 20 Apr 2024
-
ଦିନ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ଭବାନୀପାଟଣା ୩୫ ଡିଗ୍ରୀ | 20 Apr 2024
-
ଦିନ ସାଢେ ୧୧ ସୁଦ୍ଧା ରେକର୍ଡ ତାପମାତ୍ରା, ୪୧ ଡିଗ୍ରୀ ଉପରେ ଝାରସୁଗୁଡା | 19 Apr 2024
-
ଜାଣନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର | 19 Apr 2024
-
ଆଜି ଦେଶରେ ପ୍ରଥମ ପର୍ଯ୍ୟାୟ ଭୋଟିଂ ଆରମ୍ଭ | 19 Apr 2024
-
ନିର୍ବାଚନ ପାଇଁ ଗତକାଲିଠୁ ଆରମ୍ଭ ହୋଇଛି ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା | 19 Apr 2024
-
ହିଟୱେଭ ପାଇଁ ଆଜି ୧୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ | 19 Apr 2024
-
ଦିନ ସାଢେ ୧୧ ସୁଦ୍ଧା ରେକର୍ଡ ତାପମାତ୍ରା, ୪୦ ଡିଗ୍ରୀ ଉପରେ ୪ ସହର | 18 Apr 2024
-
ଓଡିଶାରେ କେଉଁଠି କେତେବେଳେ ଭୋଟ ଆସନ୍ତୁ ଜାଣିବା | 18 Apr 2024
-
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 18 Apr 2024
-
ଆଜିଠୁ ୩ ଦିନ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଛୁଟି | 18 Apr 2024
-
ହିଟୱେଭ ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ | 18 Apr 2024