କଟକ (ଏଟିଆର ବ୍ୟୁରୋ):ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା କମ ଥିବାରୁ ଅନେକ କେସର ବିଚାର ହେଇପାରୁନାହିଁ । ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢେଇବା ପାଇଁ ୨ଟି ନାମ ସୁପାରିସ କରାଯାଇଛି । ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜୁଡିସିଆଲ ଅଫିସର ବିଭୁ ପ୍ରସାଦ ରାଉତରାୟଙ୍କ ନାମ ସୁପାରିସ୍ କରାଯାଇଛି । କଲେଜିୟମ ଏହି ଦୁଇ ନାମକୁ ସମ୍ମତି ପ୍ରଦାନ କରିଛନ୍ତି । ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ହେବା ଫଳରେ ବର୍ଷ ବର୍ଷ ଧରି ବିଚାର ହୋଇପାରୁନଥିବା ଅନେକ ଗୁଡିଏ କେସର ବିଚାର ଜଲଦି ହୋଇପାରିବ ବୋଲି ଓକିଲମାନେ ମତ ଦେଉଛନ୍ତି , କେବଳ ହାଇକୋର୍ଟ କାହିଁକି ଜିଲ୍ଲାକୋର୍ଟ ଗୁଡିକରେ ମଧ୍ୟ ବିଚାରପତିଙ୍କ ସଂଖ୍ୟା ବୃଦ୍ଧିକରିବା ଆବଶ୍ୟକ ବୋଲି ସେମାନେ ଦାବି କରିଥିଲେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024