କଟକ (ଏଟିଆର ବ୍ୟୁରୋ):ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା କମ ଥିବାରୁ ଅନେକ କେସର ବିଚାର ହେଇପାରୁନାହିଁ । ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢେଇବା ପାଇଁ ୨ଟି ନାମ ସୁପାରିସ କରାଯାଇଛି । ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ଏବଂ ଜୁଡିସିଆଲ ଅଫିସର ବିଭୁ ପ୍ରସାଦ ରାଉତରାୟଙ୍କ ନାମ ସୁପାରିସ୍ କରାଯାଇଛି । କଲେଜିୟମ ଏହି ଦୁଇ ନାମକୁ ସମ୍ମତି ପ୍ରଦାନ କରିଛନ୍ତି । ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ହେବା ଫଳରେ ବର୍ଷ ବର୍ଷ ଧରି ବିଚାର ହୋଇପାରୁନଥିବା ଅନେକ ଗୁଡିଏ କେସର ବିଚାର ଜଲଦି ହୋଇପାରିବ ବୋଲି ଓକିଲମାନେ ମତ ଦେଉଛନ୍ତି , କେବଳ ହାଇକୋର୍ଟ କାହିଁକି ଜିଲ୍ଲାକୋର୍ଟ ଗୁଡିକରେ ମଧ୍ୟ ବିଚାରପତିଙ୍କ ସଂଖ୍ୟା ବୃଦ୍ଧିକରିବା ଆବଶ୍ୟକ ବୋଲି ସେମାନେ ଦାବି କରିଥିଲେ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024