ଭୁବନେଶ୍ୱର (ଏଟିଆର ବ୍ୟୁରୋ):୨୦୧୦ ଦେଶର ସର୍ବ ଭାରତୀୟ ୧୦ଟି ସ୍କୁଲ ତାଲିକାରେ ଓଡ଼ିଶାର ୨ଟି ଆଦର୍ଶ ବିଦ୍ୟାଳୟ ସ୍ଥାନ ପାଇଛି । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଆଦର୍ଶ ବିଦ୍ୟାଳୟ ଓ ବଲାଙ୍ଗିର ଜିଲ୍ଲା ବ୍ଲକ ଅନ୍ତର୍ଗତ ପଥରଚେପା ବିଦ୍ୟାଳୟ ୫ମ ସ୍ଥାନରେ ରହିଛି ।ଅତ୍ୟାଧୁନିକ ଶିକ୍ଷା ଓ ଭିତ୍ତିଭୂମିର ବିକାଶ ସହ ଶିକ୍ଷାର ମାନ ବୃଦ୍ଧି କରି ଦେଣରେ ଏକ ନୂଆ ଆଦର୍ଶ ସୃଷ୍ଟି କରିଛି ବୋଲି କୁହାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟା ସମସ୍ତ ବ୍ଲକରେ ଓଡ଼ିଶାର ଆଦର୍ଶ ବିଦ୍ୟାଳୟ ଖୋଲାଯିବ ବୋଲି ସରକାର ଯୋଜନା କରିଛନ୍ତି ।୩୧୪ ଟି ବ୍ଲକ ରେ ୨୧୪ ଟି ବିଦ୍ୟାଳୟ ଖୋଲାଯାଇଥିବା ବେଳେ ରାଜ୍ୟରେ ଆଉ ୩୬ ଟି ବ୍ଲକ ରେ ନୂତନ ସ୍କୁଲ ଖୋଲାଯିବ ବୋଲି କୁହାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024