ଭୁବନେଶ୍ୱର (ଏଟିଆର ବ୍ୟୁରୋ):୨୦୧୦ ଦେଶର ସର୍ବ ଭାରତୀୟ ୧୦ଟି ସ୍କୁଲ ତାଲିକାରେ ଓଡ଼ିଶାର ୨ଟି ଆଦର୍ଶ ବିଦ୍ୟାଳୟ ସ୍ଥାନ ପାଇଛି । ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଆଦର୍ଶ ବିଦ୍ୟାଳୟ ଓ ବଲାଙ୍ଗିର ଜିଲ୍ଲା ବ୍ଲକ ଅନ୍ତର୍ଗତ ପଥରଚେପା ବିଦ୍ୟାଳୟ ୫ମ ସ୍ଥାନରେ ରହିଛି ।ଅତ୍ୟାଧୁନିକ ଶିକ୍ଷା ଓ ଭିତ୍ତିଭୂମିର ବିକାଶ ସହ ଶିକ୍ଷାର ମାନ ବୃଦ୍ଧି କରି ଦେଣରେ ଏକ ନୂଆ ଆଦର୍ଶ ସୃଷ୍ଟି କରିଛି ବୋଲି କୁହାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ରାଜ୍ୟା ସମସ୍ତ ବ୍ଲକରେ ଓଡ଼ିଶାର ଆଦର୍ଶ ବିଦ୍ୟାଳୟ ଖୋଲାଯିବ ବୋଲି ସରକାର ଯୋଜନା କରିଛନ୍ତି ।୩୧୪ ଟି ବ୍ଲକ ରେ ୨୧୪ ଟି ବିଦ୍ୟାଳୟ ଖୋଲାଯାଇଥିବା ବେଳେ ରାଜ୍ୟରେ ଆଉ ୩୬ ଟି ବ୍ଲକ ରେ ନୂତନ ସ୍କୁଲ ଖୋଲାଯିବ ବୋଲି କୁହାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024