ବାଲେଶ୍ୱର (ଏଟିଆର ବ୍ୟୁରୋ): ବାଲେଶ୍ୱରର ଜଳସଂପଦ ବିଭାଗର ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ଘରେ ଭିଜିଲାନ୍ସର ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି ।ଏହି ଚଢ଼ାଉ ସମୟରେ ସର୍ବେଶ୍ୱରଙ୍କର ଭୁବନେଶ୍ୱରରେ ୨ଟି ଫ୍ଲାଟ ଥିବା ଜଣାପଡିଛି । ଭିଜିଲାନ୍ସ ସର୍ବେଶ୍ୱରଙ୍କ ସରକାରୀ ବାସ ଭବନ ସମେତ ଏକକାଳୀନ ୫ଟି ସ୍ଥାନରେ ଚଢାଉ କରିଛି । ବାଲେଶ୍ୱର ଟାଉନଥାନା ଅନ୍ତର୍ଗତ ରାଣୀପାଟଣା ସ୍ଥିତ ଶ୍ୱଶୁର ଘରେ ମଧ୍ୟ ଭିଜିଲାନ୍ସ ଚଢାଉ କରିଥିବା କଥା ଜଣିବାକୁ ମିଳିଛି । ସର୍ବେଶ୍ୱରଙ୍କ କେତେ ସମ୍ପତ୍ତି ଅଛି ତାହାର ସଠିକ୍ ତଥ୍ୟ ମିଳିପାରିନଥିବା ବେଳେ ତଦନ୍ତ ପରେ ଏହା ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ପକ୍ଷରୁ ଜଣାପଡିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024