କେନ୍ଦ୍ରାପଡା (ଏଟିଆର ବ୍ୟୁରୋ); ଆୟ ବର୍ହିଭୁତ ସମ୍ପତ୍ତି ରଖି ଭିଜିଲାନ୍ସ ଜାଲରେ ଫସିଛନ୍ତି ଶିକ୍ଷକ । କେନ୍ଦ୍ରାପଡା ଜିଲ୍ଲା ଜମପଡା ହାଇସ୍କୁଲର ଶିକ୍ଷକ ରଞ୍ଜନ ନାୟକଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । ଜମପଡା ପୈତୃକ ଘର ସମେତ ୪ଟି ସ୍ଥାନରେ ରେଡ କରାଯାଇଛି । ତେବେ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ କେତେ ସମ୍ପତ୍ତି ଠୁଳ ହୋଇଛି ତାହା ଜଣା ପଡିନାହିଁ ।
ସ୍ୱଳ୍ପ ବେତନ ଧାରୀ ଶିକ୍ଷକ ହୋଇଥିଲେ ମଧ୍ୟ ରଞ୍ଜନଙ୍କ ପାଖରେ ବହୁ ପରିମାଣର ଜମି ଏବଂ ଟଙ୍କା ଥିବା ଭିଜିଲାନ୍ସ ବିଶେଷ ସୂତ୍ରରୁ ଜାଣିଥିଲେ । ଏକ ସ୍ୱତନ୍ତ୍ର ଟିମ ହଠାତ ଆସି ଚଢ଼ାଉ କରିଥିବା ସୂଚନା ମିଳିଛି । ଚଢ଼ାଉବେଳେ ଘର କାଗଜପତ୍ର, ଜମି ପଟ୍ଟା, ଘରେଥିବା ଟଙ୍କା ଏବଂ ସୁନା ଗହଣାକୁ ଯାଞ୍ଚ କରୁଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024