ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଭିଜିବ ଓଡିଶା । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ପକ୍ଷରୁ ସୂଚନା । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ବର୍ଷା ଜାରି ରହିବ । ଏହା ସହ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡିକ ପାଇଁ ବିଭିନ୍ନ ୱାର୍ଣ୍ଣ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଏହି ସବୁ ଜିଲ୍ଳା ପାଇଁ ରେଡ ୱାର୍ଣ୍ଣ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024