ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଧୀରେ ଧୀରେ ସକ୍ରୀୟ ହେବାରେ ଲାଗିଛି । ବଙ୍ଗୋପସାଗର ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ଘୂର୍ଣ୍ଣବଳୟଟି ସମୁଦ୍ର ପତନ ଠାରୁ ୨.୧କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି । ତେବେ ମୌସୁମୀଟି ଉପକୂଳ ଓଡିଶା ଠାରୁ ଦୂରେଇ ଯାଇଥିବାରୁ ବର୍ଷାର ପରିମାଣ କମ ରହିବ । ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ସ୍ୱଭାବିକ ଠାରୁ କମ ବର୍ଷା ଅନୁଭୂତ ହେବ ।
ଅନ୍ୟପଟେ ଓଡିଶା ଡେଇଁ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଚାଲିଯାଇଥିବା ନେଇ ପାଣିପାଗ ପିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୧୩ତାରିଖରେ ଆଉ ଏକ ଲଘୁଚାପ ହେବା ନେଇ ଆଶା କରାଯାଉଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଯେହେତୁ ଲଘୁଚାପଟି ଓଡିଶାକୁ ଅତିକ୍ରମ କରି ଚାଲିଯାଇଛି ସେଥିପାଇଁ ଓଡିଶାରେ ସ୍ୱଭାବିକ ଠାରୁ କମ ବର୍ଷା ହେଉଥିବା ଜଣାପଡିଛି । ତେବେ ଲଘୁଚାରର ପ୍ରଭାବରେ ଦକ୍ଷିଣ ଓଡିଶରେ ପ୍ରବଳରୁ ପ୍ରବଳତର ବର୍ଷା ନେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ଚଳିତ ବର୍ଷ ରାଜ୍ୟରେ ବର୍ଷାର ପରିମାଣ କମ ରହିଥିବାରୁ ଏହା କୃଷି କ୍ଷେତ୍ର ମଧ୍ୟ ଅନେକ ପ୍ରଭାବ ପକାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024