ଭୁବନେଶ୍ୱର(ଏଟିଆର ବ୍ୟୁରୋ):ବର୍ତ୍ତମାନ କୋହଳା ପାଗ ଲାଗି ରହିଛି । କିଛି ମାତ୍ରାରେ ଝିପି ଝିପି ବର୍ଷା ମଧ୍ୟ ଲାଗି ରହିଛି । ତେବେ ଏହା ମଧ୍ୟରେ ଆସୁଛି ଆଉ ଏକ ବଡ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ଓ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା , ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟ ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ଏବେ ଦୁର୍ବଳ ହୋଇଯାଇଛି।ତେବେ ବର୍ତ୍ତମାନ ମୋସୁମୀ ରାଜ୍ୟରେ ଦୁର୍ବଳ ରହିଛି । ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ଓ ଖରାଟିଆ ରହିବ। ଓ ୧୯ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ। ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024