ଭୁବନେଶ୍ୱର(ଏଟିଆର ବ୍ୟୁରୋ):ବର୍ତ୍ତମାନ କୋହଳା ପାଗ ଲାଗି ରହିଛି । କିଛି ମାତ୍ରାରେ ଝିପି ଝିପି ବର୍ଷା ମଧ୍ୟ ଲାଗି ରହିଛି । ତେବେ ଏହା ମଧ୍ୟରେ ଆସୁଛି ଆଉ ଏକ ବଡ ଲଘୁଚାପ । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ଓ ୨୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା , ଆସନ୍ତା ୨୦ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ରାଜ୍ୟ ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖ ଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପବଳୟ ଏବେ ଦୁର୍ବଳ ହୋଇଯାଇଛି।ତେବେ ବର୍ତ୍ତମାନ ମୋସୁମୀ ରାଜ୍ୟରେ ଦୁର୍ବଳ ରହିଛି । ଆସନ୍ତା ୩ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ଓ ଖରାଟିଆ ରହିବ। ଓ ୧୯ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ। ୨୦ ତାରିଖ ଦିନ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବ ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024