ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଲଘୁଚାପ ଧୀରେ ଧୀରେ ସକ୍ରୀୟ ହେବାରେ ଲାଗିଛି । ବଙ୍ଗୋପସାଗର ମଧ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ଘୂର୍ଣ୍ଣବଳୟଟି ସମୁଦ୍ର ପତନ ଠାରୁ ୨.୧କିମି ଉଚ୍ଚତା ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଛି । ତେବେ ମୌସୁମୀଟି ଉପକୂଳ ଓଡିଶା ଠାରୁ ଦୂରେଇ ଯାଇଥିବାରୁ ବର୍ଷାର ପରିମାଣ କମ ରହିବ । ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ସ୍ୱଭାବିକ ଠାରୁ କମ ବର୍ଷା ଅନୁଭୂତ ହେବ ।
ଅନ୍ୟପଟେ ଓଡିଶା ଡେଇଁ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଚାଲିଯାଇଥିବା ନେଇ ପାଣିପାଗ ପିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୧୩ତାରିଖରେ ଆଉ ଏକ ଲଘୁଚାପ ହେବା ନେଇ ଆଶା କରାଯାଉଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଯେହେତୁ ଲଘୁଚାପଟି ଓଡିଶାକୁ ଅତିକ୍ରମ କରି ଚାଲିଯାଇଛି ସେଥିପାଇଁ ଓଡିଶାରେ ସ୍ୱଭାବିକ ଠାରୁ କମ ବର୍ଷା ହେଉଥିବା ଜଣାପଡିଛି । ତେବେ ଲଘୁଚାରର ପ୍ରଭାବରେ ଦକ୍ଷିଣ ଓଡିଶରେ ପ୍ରବଳରୁ ପ୍ରବଳତର ବର୍ଷା ନେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ଚଳିତ ବର୍ଷ ରାଜ୍ୟରେ ବର୍ଷାର ପରିମାଣ କମ ରହିଥିବାରୁ ଏହା କୃଷି କ୍ଷେତ୍ର ମଧ୍ୟ ଅନେକ ପ୍ରଭାବ ପକାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024