ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାନ ଜନିତ ବର୍ଷା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାଦ୍ୱାରା ହଜାର ହଜାର ଜନ ନୀବନ ଅସ୍ତବ୍ୟସ୍ତ ହୋଇଯାଇଛି । ଏବେ ବଧ୍ୟ ଅନେକ ଲୋକମାନେ ପାଣି ଘେର ରହିଛନ୍ତି । ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବା କାରଣରୁ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏଥିସହ ରାଜ୍ୟର ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା ରାୟଗଡା, ସୋନପୁର, କୋରାପୁଟ, ମାଲକାନଗିରି, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି,ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏଥିସହ ଜିଲ୍ଲାର ସମସ୍ତ ଅଧିକାରୀ ମାନଙ୍କ ସତର୍କ ରହିବା ସହ ନଦୀକୂଳିଆ ଅଞ୍ଚରେ ଦୃଷ୍ଟି ରଖିବାବକୁ ନିର୍ଦ୍ଦେଶ ଦିଆଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024