ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଲଘୁଚାନ ଜନିତ ବର୍ଷା ଫଳରେ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଯାହାଦ୍ୱାରା ହଜାର ହଜାର ଜନ ନୀବନ ଅସ୍ତବ୍ୟସ୍ତ ହୋଇଯାଇଛି । ଏବେ ବଧ୍ୟ ଅନେକ ଲୋକମାନେ ପାଣି ଘେର ରହିଛନ୍ତି । ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବା କାରଣରୁ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଏଥିସହ ରାଜ୍ୟର ୨୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲା ଗୁଡିକ ହେଲା ରାୟଗଡା, ସୋନପୁର, କୋରାପୁଟ, ମାଲକାନଗିରି, ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ନୂଆପଡା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି,ଭଦ୍ରକ, ବାଲେଶ୍ୱର, ମୟୂରଭଂଜ, କେନ୍ଦୁଝର, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ ସୁନ୍ଦରଗଡ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ସବୁ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏଥିସହ ଜିଲ୍ଲାର ସମସ୍ତ ଅଧିକାରୀ ମାନଙ୍କ ସତର୍କ ରହିବା ସହ ନଦୀକୂଳିଆ ଅଞ୍ଚରେ ଦୃଷ୍ଟି ରଖିବାବକୁ ନିର୍ଦ୍ଦେଶ ଦିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024