ଦିଲ୍ଳୀ (ଏଟିଆର ବ୍ୟୁରୋ) ; କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଦିଲ୍ଳୀ ଏମ୍ସରେ ଜଗା ବଳିଆଙ୍କୁ ଭେଟିବା ସହ ଉଭୟ ସମ୍ପୂର୍ଣ୍ଣ ସୁସ୍ଥ ହେବା ଯାଏ ଦିଲ୍ଳୀ ଏମ୍ସରେ ଚିକିତ୍ସା କରିବା ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ଏବଂ ଜଗା ବଳିଆଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କ ପାଖରୁ ଜଗା ବଳିଆଙ୍କ ସ୍ୱାସ୍ଥ୍ୟ କିପରି ଅଛି ପଚାରି ବୁଝିଥିଲେ ସାଂସଦ ।
ସାଙ୍ଗରେ ନେଇଥିଲେ ଫଳ । ଯାହାକୁ ଦେଖି ଖୁସି ହୋଇଯାଇଥିଲେ ଦୁଇ ଭାଇ । ସେମାନଙ୍କ ସହ କିଛି ସମୟ ବିତେଇବା ସହ ଡାକ୍ତରଙ୍କ ପାଖରୁ ଜଗା ବଳିଆଙ୍କ ସମନ୍ଧରେ ସମସ୍ତ ତଥ୍ୟ ପଚାରି ବୁଝିଥିଲେ । ଡାକ୍ତଙ୍କ ସୂଚନା ଅନୁସାରେ ବଳିଆକୁ ଜ୍ୱର ଥିଲା ମାତ୍ର ଏବେ ୩-୪ ଦିନ ହେବ ଭଲ ଅଛି । ମାତ୍ର ବର୍ତ୍ତମାନ ସୁଦ୍ଧା ଜଗାର ସ୍ୱାସ୍ଥ୍ୟରେ କୈାଣସି ପରିବର୍ତ୍ତନ ଆସିନଥିବା ଡାକ୍ତର ମତ ଦେଇଛଦନ୍ତି । ଏଣୁ ରାଜ୍ୟର ଶାସକ ଦଳରେ ଥିବା ସାଂସଦ ହୋଇଥିବାରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି କି ଉଭୟ ସମ୍ପୂର୍ଣ୍ଣ ସୁସ୍ଥ ହେବା ଯାଏ ଏମ୍ସରେ ଚିକିତ୍ସା କରାଯିବ ବୋଲି ପ୍ରତିଶ୍ରୂତି ଦେଇଛନ୍ତି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024