ମୟୁରଭଞ୍ଜ(ଏଟିଆର ବ୍ୟୁରୋ): ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ରାସଗୋବିନ୍ଦପୁର ବ୍ଲକର ଅମରଦା ଗ୍ରାମ ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଓ ଭାଲିଆଗଡିଆ ଗ୍ରାମ ସଟଡାଉନ କରାଯାଇଛି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ମୁକାବିଲା ପାଇଁ ସରପଞ୍ଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ପୂର୍ଣ୍ଣଚନ୍ଦ୍ରପୁର ଓ ଭାଲିଆଗଡିଆ ଗ୍ରାମରୁ ସ୍ବାବ ରିପୋର୍ଟରେ ୮ଜଣ ପଜିଟିଭ ବାହାରିବାରୁ ଅମରଦା ସରପଞ୍ଚ ପ୍ରଧାନ କିସ୍କୁ ଏହି ଦୁଇଟି ଗ୍ରାମକୁ କରୋନା ଜନିତ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷ୍ୟମତା ପ୍ରୟୋଗ କରି ଏହି ଦୁଇ ଗ୍ରାମର ସମସ୍ତ ଅଂଚଳକୁ ୨୮ ତାରିଖ ସକାଳ ୫ରୁ ୩୧ ତାରିଖ ସଂନ୍ଧ୍ୟା ୬ଟା ପର୍ୟ୍ୟନ୍ତ ସଟଡାଉନ ଘୋଷଣା କରିଛନ୍ତି । ରାସଗୋବିନ୍ଦପୁର ଥାନା ଅଧିକାରୀଙ୍କୁ ଜଣାଇବା ସହିତ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇଛି । ପଂଚାୟତ ତରଫରୁ ସମସ୍ତଙ୍କ ପାଖରେ କିଭଳି ସମସ୍ତ ସହଯୋଗ ସହାୟତା ପହଞ୍ଚିବ ସେ ଉପରେ ଗୁରୁତ୍ୱ ଦିଆଯିବା
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024