ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଓଡିଶାରେ ହୋଇପାରେ ବର୍ଷା । ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ । ସୂଚନା ମୁତାବକ ବଙ୍ଗୋପସାଗରରେ ଘନୀଭୂତ ହୋଇଛି ସାଇକୋଲନ ‘ପଥୋଇ’ । ଘଣ୍ଟା ପ୍ରତି ୭ କିମି ବେଗରେ ଗତି କରୁଛି ଏହି ସାଇକୋଲନ । ଚେନ୍ନାଇ ଠାରୁ ଏହା ମାତ୍ର ୪୯୦ କିମି ଦୂରରେ ରହିଛି ଯାହାଫଳରେ ଆନ୍ଧ୍ର ଏବଂ ଉତ୍ତର ତାମିଲନାଡୁ ରେ ପ୍ରବଳ ବର୍ଷିବ ବୋଲି ସୂଚନା ଦିଆଯାଇଛି । ୨୪ ଘଣ୍ଟା ମଧ୍ୟରେ ଏହି ସାଇକୋଲନ ସିଭିୟର ହେବା ସହ ସ୍ଥଳଭାଗ ଛୁଇଁବ ବୋଲି ମଧ୍ୟ ସୂଚନା ଦେଇକ୍ତି ପାଣିପାଗ ବିଭାଗ । ଆସନ୍ତା ୧୬ ଏବଂ ୧୭ରେ ଓଡିଶାଏବଂ ଛତିଶଗଡରେ ଏହାର ପ୍ରଭାବ ପଡିବା ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024