ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ଲଘୁଚାପର ରୂପ । ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୮ ଏବଂ ୯ ତାରିଖ ମଧ୍ୟରେ ୧୩ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବ ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024