ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଳାରେ ବର୍ଷା ହେବ । ବଙ୍ଗୋପସାଗର ଉତ୍ତରପୂର୍ବ ଉପକୂଳରେ ସୃଷ୍ଟି ହୋଇଥିବା ଲଗୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଳାରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏହାସହ ପାଣିପାଗ ବିଭାଗ ପକ୍ଷରୁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣ ସହ ୭ଜିଲ୍ଳା ପାଇଁ ଅରେଞ୍ଜ ୱାର୍ଣ୍ଣ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣ ଜାରି ହୋଇଥିବା ରାଜ୍ୟ ଗୁଡିକ ହେଲା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଓ ଦେବଗଡ , କଳାହାଣ୍ଡି । ଏହାସହ ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ମାଲକାନଗିରି, ଓ କୋରାପୁଟ ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024