ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବର୍ଷ ବର୍ଷାର ପରିମାଣ କମ ରହିଛି । ତେବେ କିଛି ଦିନ ତଳେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ କିଛି ପରିମାଣରେ ବର୍ଷା ହୋଇଥିଲା । ତେବେ ଲଘୁଚାପଟି ମଧ୍ୟପ୍ରଦେଶ ଆଡକୁ ଗତି କରିବା ଫଳରେ ରାଜ୍ୟରେ ଯଥେଷ୍ଟ ପରିମାଣର ବର୍ଷା ହୋଇନଥିଲା । ତେବେ ଆଜି ଆଉ ଏକ ଲଘୁଚାପ ଘନିବୁତ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉତ୍ତର -ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପଟି ସୃଷ୍ଟି ହୋଇଛି ।
ଏହାର ପ୍ରଭାବରେ ରାଜ୍ୟରେ ୪ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆସନ୍ତା ୨୪ଘଣ୍ଟା ପାଇଁ ୨ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ସକାଳ ୮ଟା ୩୦ ଯାଏ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ସବୁ ଜିଲ୍ଲା ଗୁଡିକ ହେଲା ଗଞ୍ଜାମ , ଦେବଗଡ, ପୁରୀ, ସମ୍ବଲପୁର, ଗଜପତି, କଳାହାଣ୍ଡି, ଜଗତସିଂହପୁର, କନ୍ଧମାଳ, ରାୟଗଡା ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ । ଏହାସହ ଲଘୁଚାପ କାରଣରୁ ସମୁଦ୍ର ଭିତରକୁ ମତ୍ସ୍ୟଜୀବିକୁ ଯିବା ପାଇଁ ବାରଣ କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024