ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଭିଜିବ ଓଡିଶା । ୫ ତାରିଖରୁ ୭ ତାରିଖ ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଯାଉଛି ଘୂର୍ଣ୍ଣିବଳୟ ବା ଲଘୁଚାପ । ଏହାପରେ ଏହା ଛତିଶଗଡ ମୁହାଁ ହେବ । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ପୁଣି ହେବ ବର୍ଷା । ୬ ତାରିଖ ବେଳକୁ ବର୍ଷାର ପରିମାଣ ବଢିବ । ଏନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024