ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟ ଜାରି ରହିଛି ଗ୍ରୀଷ୍ମ ପ୍ରବାହକୁ ଅସହ୍ୟ ଗୁଳୁଗୁଳି । ଏହାକୁ ଦୃଷ୍ଟିରେ ରଖି କଡା ନିର୍ଦ୍ଦେଶ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଉତ୍ତର-ଦକ୍ଷୀଣ ଡିଭିଜନର ମୋଟ୍ ୯ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଗ୍ରୀଷ୍ମପ୍ରବାହ ରହିବ । ଗତକାଲି ସବୁଠୁ ଉତ୍ତପ୍ତ ସହର ହୋଇଥିଲା ଝାରସୁଗୁଡା । ସେଠାରେ ୪୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।