ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ତାତି ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ଶନିବାର ସକାଳ ସାଢେ ୮ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ୩୨.୨ ଡିଗ୍ରୀ ତାପମାତ୍ରା ସହ ୭୯% ଆଦ୍ରତା ରେକର୍ଡ କରାଯାଇଛି ।
ସେହିପରି ସକାଳ ସୁଦ୍ଧା ସମ୍ବଲପୁରରେ ୩୬ ଡିଗ୍ରୀ, ଝାରସୁଗୁଡାରେ ୩୫.୪ ଡିଗ୍ରୀ, ହୀରାକୁଦରେ ୩୫.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।