ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର , ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ ଓ ବରଗଡ ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଅଗଷ୍ଟ ୨୦ ତାରିଖରେ ସୁନ୍ଦରଗଡ , ବରଗଡ , ଝାରସୁଗୁଡା , ସମ୍ବଲପୁର , ଆଦି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲାର ଗୋଟିଏ ଓ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଏହି ଜିଲ୍ଲାମାନଙ୍କୁ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି ।
JUST IN
-
ମାଟ୍ରିକ ରେଜଲ୍ଟ ରିଚେକିଂ ପାଇଁ ଏହି ତାରିଖରୁ କରିପାରିବେ ଆବେଦନ | 26 May 2024
-
ମାଟ୍ରିକ ରେଜଲ୍ଟ ପ୍ରକାଶ | 26 May 2024
-
ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ | 23 May 2024
-
ଭୁବନେଶ୍ୱରରେ ଆଜି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରୋଡ୍ ସୋ | 22 May 2024
-
ନୃସିଂହ ଚତୁର୍ଦ୍ଦଶୀ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୃସିଂହ ଦେବଙ୍କ ଜନ୍ମ ବିଧି | 22 May 2024
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024