ପୁରୀ (ଏଟିଆର ବ୍ୟୁରୋ): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଭ୍ରାଟ ହୋଇଥିବା ଦେଖିବାକୁ ମିଳିଛି । ସେବା ନିବୃତ ଜଣେ ସିଂହାରୀ ସେବାୟତଙ୍କୁ ନେଇ ବିବାଦ । ସେବାରୁ ନିବୃତ ସତ୍ୱେ ସିଂହାରୀ ସେବାୟତ ଆଜି ମହାପ୍ରଭୁଙ୍କ ମଙ୍ଗଳ ଆଳତୀ କରିବାକୁ ଏହାକୁ ନେଇ ବିବାଦ ଦେଖାଦେଇଛି । ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ କରାଗଲା ପରେ ଯାଇ ନୀତି ବଢ଼ିବ ବୋଲି ଅନ୍ୟ ସେବାୟତ ଜିଦ୍ ଧରିଛନ୍ତି । ନୀତିକାନ୍ତିରେ ଶୃଙ୍ଖଳା ଆଣିବା ପାଇଁ ଶ୍ରୀମନ୍ଦିରରେ ସେବାୟତଙ୍କ ସହ ନୀତି ପ୍ରଶାସକଙ୍କ ଆଲୋଚନା ହୋଇଛି ।
JUST IN
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024
-
ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ଶେଷ ଦିନ | 25 Apr 2024
-
ସକାଳ ସାଢେ ୮ ସୁଦ୍ଧା ୩୬ ଡିଗ୍ରୀ ଛୁଇଁଲା ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଅନୁଗୁଳ | 25 Apr 2024