ପୁରୀ(ଏଟିଆର ବ୍ୟୁରୋ): ଆଜି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଜନସମୁଦ୍ରରେ ଲହଡି ମାରୁଛି ବଡଦାଣ୍ଡ । ଧାଡି ପହଣ୍ଡିରେ ରତ୍ନସିଂହାସନ ଛାଡି ଭକ୍ତଙ୍କ ନିକଟକୁ ଚାଲି ଆସିଛନ୍ତିି ଶ୍ରୀଜିଉ । ରଥାରୁଢ ହୋଇସାରିଛନ୍ତି ହଳଦୀମୁଖୀ ଦେବୀ ଶୁଭଦ୍ରା । ଘଣ୍ଟଘଣ୍ଟା , ହରିବୋଲ, ହୁଳହୁଳୀରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ ।
JUST IN
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ଭବାନୀପାଟଣା | 26 Apr 2024