ପୁରୀ (ଏଟିଆର): ଆଜି ପବିତ୍ର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ବା ଘୋଷଯାତ୍ରା । ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂରତୀ । ନିର୍ଦ୍ଧାରିତ ସମୟ ପୂର୍ବରୁ ଆଗେଇ ଚାଲିଛି ନୀତିକାନ୍ତି । ରଥ ପ୍ରତିଷ୍ଠା ପରେ ଚତୁର୍ଦ୍ଧାମୂରତୀଙ୍କ ଚାଲିଛି ପହଣ୍ଡି ବିଜେ । ପ୍ରଥମେ ସୁଦର୍ଶନ ଓ ବଳଭଦ୍ର ପହଣ୍ଡି ହୋଇ ରଥାରୁଢ ହୋଇଛନ୍ତି । ଏହାପରେ ଦେବୀ ସୁଭଦ୍ରା ପହଣ୍ଡି ହୋଇ ଆସୁଛନ୍ତି । ରତ୍ନାସିଂହାସନରୁ ଓହ୍ଲାଇ ରଥ ଆଡକୁ ମାଡି ଚାଲିଛନ୍ତି ଦେବୀ ସୁଭଦ୍ରା ।
ପହଣ୍ଡି ହୋଇ ଆସି ଦର୍ପଦଳନ ରଥରେ ବିଜେ କରିବେ ଦେବୀ । ସୁଭଦ୍ରାଙ୍କ ଅପେକ୍ଷାରେ ଦର୍ପଦଳନ ରଥ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024